ଆଜି ପ୍ରଥମ ବନ୍ୟାଜଳ ଛାଡିବ ହୀରାକୁଦ

ହୀରାକୁଦ: ଆଜି ଖୋଲିବ ହୀରାକୁଦ ଜଳଭଣ୍ଡର ଗେଟ୍‌।  ସକାଳ ୧୦ଟା ପରେ ଯେ କୌଣସି ମୁହୂର୍ତ୍ତରେ ଗେଟ୍‌ ଖୋଲିବ ବୋଲି ସୂଚନା ଦିଆଯାଇଛି।

ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢିଚାଲଛି। ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ୬୧୬ ଫୁଟ ଜଳ ରହିଛି। ତେଣୁ ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ।

ଏ ନେଇ ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି।

 

 

ଆହୁରି ପଢ଼ନ୍ତୁ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

You might also like