ଲକ୍ଷ ଲକ୍ଷ ପ୍ରବାସୀଙ୍କୁ ଆଣିବା ପାଇଁ ଓଡ଼ିଶାରେ ନାହିଁ ଯଥେଷ୍ଟ ବସ୍‌

ଭୁବନେଶ୍ୱର: ରାଜ୍ୟକୁ କେମିତି ଫେରିବେ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ। ଏନେଇ ଚିନ୍ତାରେ ରାଜ୍ୟ ସରକାର।  ପାଖରେ ମାତ୍ର ୧୪ରୁ ୧୫ ହଜାର ବସ୍ ଥିବାରୁ ଏତେ ସଂଖ୍ୟକ ଲୋକଙ୍କୁ କେମିତି ଅଣାଯିବ ସେନେଇ ପରିବହନ ମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ବିକଳ୍ପ ପାଇଁ ଅନ୍ୟ ରାଜ୍ୟ ସହ ଆଲୋଚନା ଚାଲିଥିବା ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଲକଡାଉନ୍ ଚାଲିଥିବା ବେଳେ ରାଜ୍ୟ ବାହାରେ ଫସିଛନ୍ତି ଲକ୍ଷ ଲକ୍ଷ ଶ୍ରମିକ। ଟ୍ରେନ୍ ଓ ବିମାନ ସେବା ସ୍ୱାଭାବିକ ନହେଲେ ଶ୍ରମିକମାନଙ୍କୁ ବସ୍ ଯୋଗେ ଆଣିବା ପାଇଁ ଚେଷ୍ଟା କରାଯିବ।

ଯଦି ସଂପୃକ୍ତ ରାଜ୍ୟ ବସ୍ ଯୋଗେ ଓଡ଼ିଶାର ଶ୍ରମିକମାନଙ୍କୁ ପଠାଇବାର ବ୍ୟବସ୍ଥା କରିବେ। ତେବେ ଶ୍ରମିକମାନେ ସୁରୁଖୁରୁରେ ଆସିପାରିବେ ବୋଲି ମନ୍ତ୍ରୀ କହିଛନ୍ତି

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

You might also like