ସର୍ବସାଧାରଣ ସ୍ଥାନରେ ଗଣେଶ ପୂଜା ମନା

କଟକ: ଚଳିତବର୍ଷ କଟକ ସହରରେ ନିରାଡମ୍ବର ହେବ ଦୁର୍ଗା ପୂଜା। ସର୍ବସାଧାରଣ ସ୍ଥାନରେ ହୋଇପାରିବନି ଗଣେଶ ପୂଜା। ନିଷ୍ପତ୍ତି ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ।

କଟକରେ ଗଣେଶ ପୂଜା ଓ ଦୁର୍ଗା ପୂଜା ପାଇଁ ଆଜି ପୂଜା କମିଟି ସହ ପ୍ରଶାସନର ବୈଠକ ବସିଥିଲା। ବୈଠକ ପରେ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ଯେ ମାଆଙ୍କ ଦୁର୍ଗାଙ୍କ ମୂର୍ତ୍ତି ପାଇଁ ମାଟି ଆଣିବା ନିରାଡମ୍ବର ହେବ। ବିନା ଶୋଭାଯାତ୍ରାରେ ପ୍ରତି କମିଟିର ୪ ଜଣ ଯାଇ ମାଟି ଆଣିବେ।

ସର୍ବସାଧାରଣ ସ୍ଥାନରେ ଗଣେଶ ପୂଜା ହୋଇପାରିବନି। ଯେଉଁମାନେ ଚାହିଁବେ ଘରେ ନିରାଡମ୍ବର ଭାବେ ପୂଜା କରିବେ ବୋଲି ଡିସିପି ସୂଚନା ଦେଇଛନ୍ତି।

ପ୍ରକାଶଥାଉକି କରୋନା ମହାମାରୀ ପାଇଁ ଏବର୍ଷ ବୋଲବମ ଯାତ୍ରା ବନ୍ଦ କରାଯାଇଥିଲା

ଆହୁରି ପଢ଼ନ୍ତୁ

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

ଦାନା ବାନ୍ଧୁଛି ଆଉଏକ ଲଘୁଚାପ

You might also like