• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଆଇଆଇସିଙ୍କୁ ମାଡ଼ମରା ଘଟଣାର ତଦନ୍ତ କରୁଥିବା HRPC ଟିମ୍ ଆଜି  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ତଦନ୍ତ କରିଛନ୍ତି । ଅତିରିକ୍ତ ଏସ୍‌ପି ସତ୍ୟନାରାୟଣ ଦାସଙ୍କ ନେତୃତ୍ୱରେ ଏହି ୫ ଜଣିଆ ଟିମ୍ ମେଡିକାଲ ଯାଇ ସିଡିଏମ୍ଓଙ୍କୁ ଭେଟିଛି।

ଏଥିସହ ଆହତ ପୋଲିସ ଅଧିକାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ମୃତ ନାବାଳକର ଶବ ବ୍ୟବଚ୍ଛେଦ ରିପୋର୍ଟ ସମ୍ପର୍କରେ ମଧ୍ୟ ଟିମ୍ ଆଲୋଚନା କରିଛି । ତେବେ ତଦନ୍ତ ପ୍ରକ୍ରିୟା ଚାଲିଥିବାରୁ ଗଣମାଧ୍ୟମକୁ ସବିଶେଷ ତଥ୍ୟ ଜଣାଉନି HRPC ଟିମ।

Hrpc-team-in-baleswar-sadar-hospital-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories