କ୍ୱାରେଣ୍ଟିନ୍ କେନ୍ଦ୍ରରୁ ପଳାଇଲେ ଶତାଧିକ ସୁରତ ଫେରନ୍ତା ଶ୍ରମିକ !

ଗଞ୍ଜାମ: କ୍ୱାରେଣ୍ଟିନ୍ କେନ୍ଦ୍ରରୁ ପଳାଇଲେ ଶତାଧିକ ସୁରତ ଫେରନ୍ତା ଶ୍ରମିକ। ଗଂଜାମ ଜିଲ୍ଲା ବେଗୁନିଆପଡ଼ା ଜନତା ହାଇସ୍କୁଲ ଏବଂ ଆଦର୍ଶ ବିଦ୍ୟାଳୟରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟରରୁ ସୁରତ ଫେରନ୍ତା ଶ୍ରମିକମାନେ ପଳାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ କରୋନା ବ୍ୟାପିବାର ଆଶଙ୍କା ଦେଖାଦେଇଛି।

ସେଣ୍ଟରରେ ଖାଦ୍ୟ ଓ ପାନୀୟ ମିଳୁନଥିବା ଅଭିଯୋଗ କରି ସେଣ୍ଟର ଛାଡ଼ି ନିଜ ନିଜ ଗାଁକୁ ଚାଲିଯାଇଛନ୍ତି ଏମାନେ।

ସୂଚନା ମୁତାବକ, ଗତକାଲି ୨ଟି ବସ୍‌ରେ ୧୦୦ରୁ ଅଧିକ ସୁରତ ଫେରନ୍ତା ୨ଟି ସ୍କୁଲରେ ରହିଥିଲେ। ତେବେ ସେମାନେ ପଳାଉଥିବା ଖବର ପାଇବା ପରେ ସ୍ଥାନୀୟ ତହସିଲଦାର ଓ ପୋଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରୁଛନ୍ତି। ତେବେ ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରତିକ୍ରିୟା ମିଳିପାରିନି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like