ବଡ଼ ଦାୟିତ୍ୱ ସମ୍ଭାଳିବେ ସୁରେଶ ମହାପାତ୍ର

ଭୁବନେଶ୍ୱର: ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ଓଡ଼ିଶାରେ ଫସିଥିବା ବାହାର ରାଜ୍ୟ ଶ୍ରମିକଙ୍କ ଫେରିବା ନେଇ ମୁଖ୍ୟ ଦାୟିତ୍ୱରେ ରହିବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର  ବାହାର ରାଜ୍ୟର ଶ୍ରମିକ ଓ ସାଧାରଣ ଲୋକ, ଯେଉଁମାନେ ଓଡ଼ିଶାରେ ଫସି ରହିଛନ୍ତି ସେମାନଙ୍କୁ କିଭଳି ନିଜ ରାଜ୍ୟକୁ ପଠାଯିବ ସେନେଇ ସେ ତଦାରଖ କରିବେ।

ଏହାସହ ଶ୍ରମ କମିଶନର ଏନ୍. ଥିରୁମାଲା ନାଏକଙ୍କୁ ରାଜ୍ୟ ନୋଡାଲ ଅଫିସ ଭାବେ ନିୟୁକ୍ତ କରାଯାଇଛି। ବାହାର ରାଜ୍ୟର ଲୋକଙ୍କୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି କୁହାଯାଇଛି। ବାହାର ରାଜ୍ୟରୁ ପ୍ରବାସୀଙ୍କ ଫେରିବା ନେଇ ବିଭିନ୍ନ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like