କରିଥିଲେ ପୂରା ପ୍ଲାନିଂ, ହେଲେ ଫସର ଫାଟିଗଲା

ଭୁବନେଶ୍ୱର: ନିଜକୁ ନାବାର୍ଡ ଅଧିକାରୀ କହି ଅର୍ଥ ହଡପ ଯୋଜନା କରିଥିଲେ, ହେଲେ ସବୁ ଫସର ଫାଟିଗଲା ଓ ଧରାପଡ଼ିଗଲେ। ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଭୁବନେଶ୍ୱର ଉପକଣ୍ଠ ବାଳକାଟି ଫାଣ୍ଡି ପୋଲିସ୍‌ ଅଟକ ରଖି ପଚରାଉଚରା କରୁଛି। ତାଙ୍କ ନାଁ ସ୍ମିଥ୍‌ ସେଠୀ।

ସୂଚନା ଅନୁସାରେ, ସ୍ମିଥ୍ ବାଳକାଟି ଅଞ୍ଚଳର ଜଣେ ଅବସରପ୍ରାପ୍ତ ପ୍ରାଣୀଧନ ନିରୀକ୍ଷକଙ୍କ ଘରକୁ ଯାଇ ଯାଞ୍ଚ କରିଥିଲେ। ସେଠାରେ ସେ ନିଜକୁ ନାବାର୍ଡ ଅଧିକାରୀ କହି ଯାଞ୍ଚ କରିଥିଲେ। ହେଲେ ତାଙ୍କ ହାବଭାବ ଦେଖି ପ୍ରାଣୀଧନ ନିରୀକ୍ଷକଙ୍କ ସନ୍ଦେହ ସୃଷ୍ଟି ହୋଇଥିଲା। ଖବର ପାଇ ସ୍ଥାନୀୟ ଲୋକ ସେଠାରେ ପହଞ୍ଚି ତାଙ୍କୁ ଅଟକ ରଖି ଏସମ୍ପର୍କରେ ପୋଲିସ୍‌କୁ ଖବର ଦେଇଥିଲେ।

ପୋଲିସ୍‌ ସ୍ମିଥ୍‌ଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

You might also like