ଡାକ୍ତରଖାନା ସ୍ଥାନାନ୍ତର କରୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରକୁ ଆସୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାର ଦେଲେ ଏମିତି ପରାମର୍ଶ । ଯେଉଁ ଆକ୍ରାନ୍ତ କଟକ ଓ ଭୁବନେଶ୍ୱର ଆସୁଛନ୍ତି, ସେମାନେ ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ଚିକିତ୍ସା ସୁବିଧା ସହ ଆସିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ।

ବିଭିନ୍ନ ଜିଲ୍ଲାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ଆସୁଥିବା ଆକ୍ରାନ୍ତମାନେ ଉପଯୁକ୍ତ ଚିକିତ୍ସା ଉପକରଣ, ଅକ୍ସିଜେନ୍ ସିଲିଣ୍ଡର ଆଶିବା ଆବଶ୍ୟକ । ଅନ୍ୟ ଜିଲ୍ଲାର ରୋଗୀଙ୍କ ପାଇଁ ଭୁବନେଶ୍ୱର ଓ କଟକରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା କରାଯାଇଛି। ଅତୀତରେ ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ଗୁରୁତର ସମସ୍ୟା ସୃଷ୍ଟି ହୋଇଛି ବୋଲି ମୁଖ୍ୟ ସଚିବ କହିଛନ୍ତି। ଏଣିକି ଏ ଦିଗରେ ସଚେତନତା ଜରୁରୀ ବୋଲି ମୁଖ୍ୟ ଶାସନ ସଚିବ ଟ୍ବିଟ୍ କରି ଜଣାଇଛନ୍ତି।

 

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like