ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସ୍‌ର ସଫଳ ବ୍ୟବହାରିକ ପରୀକ୍ଷଣ କରାଯାଇଛି। ବ୍ରହ୍ମୋସ୍ ହେଉଛି ସୁପରସୋନିକ୍ କ୍ରୁଜ୍ ମିଜାଇଲ୍।

ଆଜି ସକାଳ ୧୦ଟା ୩୦ରେ ୩ ନମ୍ବର ଲଞ୍ଚ୍ ପ୍ୟାଡ୍‌ରୁ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଥିଲା। ଭାରତ-ରୁଷିଆ ମିଳିତ ଜ୍ଞାନ କୌଶଳରେ ତିଆରି ହୋଇଛି ସୁପରସୋନିକ୍ କ୍ରୁଜ୍ ମିଜାଇଲ୍ ବ୍ରହ୍ମୋସ୍।

ଏହି କ୍ଷେପଣାସ୍ତ୍ରର ଶତ୍ରୁପକ୍ଷକୁ ଲକ୍ଷ୍ୟଭେଦ କ୍ଷମତା ୪୫୦ରୁ ୬ ଶହ କିଲୋମିଟର ପର୍ଯ୍ୟନ୍ତ ରହିଛି। ବ୍ରହ୍ମୋସ କ୍ଷେପଣାସ୍ତ୍ରକୁ ଉଭୟ ଜଳ ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରିବ।

ଆହୁରି ପଢ଼ନ୍ତୁ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

ଜେଲ୍‌ ଗଲେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

‘ପ୍ରତିଦିନ ହୋଲସେଲ୍ ଓ ଖୁଚୁରା ଦୋକାନ ଯାଞ୍ଚ କର’

ଏଣିକି ଯୋଗାଣ ବିଭାଗର ୪ ବ୍ୟବସ୍ଥା ଅନଲାଇନ୍‌

You might also like