ଅଗ୍ନି ୪ର ବ୍ୟବହାରିକ ପରୀକ୍ଷଣ ସଫଳ

ଭଦ୍ରକ: ଧାମରା ଅବଦୁଲ କଲାମ ଦ୍ୱୀପରୁ ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି ୪ର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଆଜି ସକାଳ ୮ଟା୩୦ରେ ଏହି ପରୀକ୍ଷଣ କରାଯାଇଥିଲା। 

ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ବାଲାଷ୍ଟିକ ମିଶାଇଲ ଅଗ୍ନୀ-୪ର ଲକ୍ଷ୍ୟଭେଦ କ୍ଷମତା ୪ ହଜାର କିଲୋମିଟର ପର୍ଯ୍ୟନ୍ତ ରହିଛି। ଏହାର ଲମ୍ବ ୨୦ ମିଟର୍‌, ଓଜନ ୧୭ଟନ୍ ରହିଛି। ଏହି କ୍ଷେପଣାସ୍ତ୍ରଟି ଏକ ଟନ୍‌ ଓଜନର ଉଭୟ ପାରମ୍ପରିକ ଓ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିପାରିବାର କ୍ଷମତା ରହିଛି।

ଗତବର୍ଷ ଜାନୁଆରୀ ୨ ତାରିଖରେ ଏହାର ଶେଷ ପରୀକ୍ଷା କରାଯାଇଥିଲା। ୨୦୧୧ ନଭେମ୍ବର ୧୫ରେ ଏହାର ପ୍ରଥମ ପରୀକ୍ଷା କରାଯାଇଥିଲା।

ଆହୁରି ପଢ଼ନ୍ତୁ

ପୁଲିସ ହେପାଜତରେ ପୁଣି ମୃତ୍ୟୁ ଅଭିଯୋଗ

ସବୁ ସ୍କୁଲ୍‌ ପିଲାଙ୍କୁ ମିଳିବ ଜୋତା, ଡ୍ରେସ୍‌

ରେଡ଼ିଓ ଜକି ହେବେ କଏଦୀ , କହିବେ ମନର କଥା ଓ ନିଜ ପଶ୍ଚାତାପର କାହାଣୀ

ଦୁର୍ଦ୍ଦିନରେ ବିଜୁ ବାବୁଙ୍କ ଘନିଷ୍ଠ ସହଯୋଗୀ ; ଔଷଧ କିଣିବାକୁ ପାଖରେ ଅର୍ଥ ନାହିଁ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଓ ଜୋରିମାନା

ପବିତ୍ର ସମ୍ପର୍କରେ ଲାଗିଲା ଦାଗ ; ଭଉଣୀ ଗର୍ଭରେ ଭାଇର ପାପ

ସିସିଟିଭିରୁ ପୁଲିସର ଗତିବିଧି ଦେଖି ଛୁ ମାରିଲା ରାଜାର ଭାଉଜ

ଦିନକର ଦରମା ବନ୍ଦ , କାହିଁକି ଏଯାଏ ଅଫିସ୍‌ ଆସିନ

ନର୍ସ ନିହାରିକା ହତ୍ୟା ଘଟଣାରେ ମିଳିଲା ନୂଆ ସୁରାକ୍‌

ବିଧବା ବୋହୂର ଦ୍ୱିତୀୟ ବିବାହ କରାଇ ଉଦହାରଣ ରଚିଲେ କମଳଲୋଚନ

ସକାଳୁ ଟ୍ୟୁସନ୍ ଯାଇଥିଲା ଝିଅ; ଆଉ ଫେରିଲାନି

୧୦ ଜିଲ୍ଲାରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ

You might also like