‘୨୦୨୧ରେ ଭାରତୀୟ ମହାକାଶଚାରୀ ମହାକାଶ ଯିବେ’

ଭୁବନେଶ୍ୱର: ୨୦୨୦ ଡିସେମ୍ବରରେ ପ୍ରଥମ ଅନ୍‌ମ୍ୟାନ୍‌ଡ୍‌ ମିଶନ ଏବଂ ୨୦୨୧ ଡିସେମ୍ବରରେ ପ୍ରଥମ ମ୍ୟାନ୍‌ଡ୍‌ ମିଶନ କରି ଇତିହାସ ରଚିବ ଭାରତ। ଆଇଆଇଟି ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଏକଥା କହିଛନ୍ତି।

ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ ବେଳେ ମିଶନ ଗଗନାୟନ ସମ୍ପର୍କରେ ସୂଚନା ଦେବା ଅବସରରେ ୨୦୨୧ ଡିସେମ୍ବରରେ  ଭାରତୀୟ ମହାକାଶଚାରୀ ମହାକାଶ ଯିବେ ବୋଲି କହିଛନ୍ତି କେ. ଶିବନ୍‌।

ଛାତ୍ରଛାତ୍ରୀଙ୍କ ମନୋବଳ ବୃଦ୍ଧି କରିବାକୁ ଯାଇ ସେ କହିଛନ୍ତି , ବୈଷୟିକ ଜ୍ଞାନକୌଶଳ ଦ୍ୱାରା ଜୀବନ ଧାରଣ ମାନ ବଢ଼ିପାରିବ। ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ IIT ପ୍ରମୁଖ ଭୂମିକା ନେଇଛି। ରିସ୍କ ନ ନେଲେ ଜୀବନରେ କିଛି କରିପାରିବନି ବୋଲି ସେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like