ମହାପ୍ରସାଦ ସେବନକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ: ମହାପ୍ରସାଦ ଯୋଗାଣ ବ୍ୟବସ୍ଥାରେ ଅବ୍ୟବସ୍ଥା ହୋଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରସାଦ ବଣ୍ଟନ ହେଉଥିଲେ ମଧ୍ୟ ସେବନର କୌଣସି ବ୍ୟବସ୍ଥା ନଥିବାରୁ ଲୋକେ ଚେୟାର ଉପରେ ବସି ପ୍ରସାଦ ସେବନ କରୁଛନ୍ତି।

କାର୍ତ୍ତିକ ମାସ ସାରା ସୁବିଧାରେ ମହାପ୍ରସାଦ ଯୋଗାଇ ଦେବାକୁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସୁଆର ଏବଂ ମହାସୁଆର ନିଯୋଗ ସହ ଆଲୋଚନା କରାଯାଇ ଶ୍ରୀମନ୍ଦିରର ଉତ୍ତର ଓ ଦକ୍ଷିଣଦ୍ୱାରରେ ୨ଟି ଅସ୍ଥାୟୀ ଟେଣ୍ଟ ନିର୍ମାଣ କରାଯାଇଛି।

ଏହି ଟେଣ୍ଟରେ କେବଳ ଯୋଗାଣ ବ୍ୟବସ୍ଥା କରାଯାଇଥିବାବେଳେ ମହାପ୍ରସାଦ ସେବନ ନେଇ କୌଣସି ବ୍ୟବସ୍ଥା କରାଯାଇନାହିଁ। ବାଧ୍ୟ ହୋଇ କିଛି ଭକ୍ତ ଚେୟାର ଉପରେ ବସି ମହାପ୍ରସାଦ ସେବନ କରୁଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସେବାୟତ ଓ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like