ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ବିଜେପିର ସାଂଗଠନିକ ପୁନର୍ବିନ୍ୟାସ ପରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି। ଉପାଧ୍ୟକ୍ଷ ପଦରେ ପୁନଃନିଯୁକ୍ତି ପରେ ବୈଜୟନ୍ତ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି । ଏହାସହ ତାଙ୍କୁ ମିଳିଥିବା ଦାୟିତ୍ୱକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି ଜଣାଇଛନ୍ତି ।

ତାଙ୍କ ନେତୃତ୍ୱରେ ଦଳ ପାଇଁ ନିଷ୍ଠାର ସହ କାମ କରିବେ ବୋଲି ନଡ୍ଡାଙ୍କୁ କଥା ଦେଇଛନ୍ତି ବୈଜୟନ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ବରିଷ୍ଠ ନେତା ବି. ଏଲ୍. ସନ୍ତୋଷଙ୍କ ମାର୍ଗଦର୍ଶନରେ ଦାୟିତ୍ୱ ନିର୍ବାହ କରିବେ ବୋଲି ବୈଜୟନ୍ତ ଟ୍ୱିଟ କରିଛନ୍ତି ।

କିଛି ଦିନ ପୂର୍ବରୁ ବିଜେପିର ସାଂଗଠନିକ ପୁନର୍ବିନ୍ୟାସ ହୋଇଥିଲା । ଏଥିରେ ବୈଜୟନ୍ତ ପୂର୍ବ ଭଳି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦ ବଜାୟ ରଖିଥିଲେ ।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like