ଦିଲ୍ଲୀରେ ‘ହେଇଯାଉ’ କାର୍ଯ୍ୟକ୍ରମ

ବୈଜୟନ୍ତ ପଣ୍ଡାଙ୍କ ସହିତ ଚା' ପାନ

ଭୁବନେଶ୍ୱର : ଦିଲ୍ଲୀରେ  ‘ହେଇଯାଉ’ କାର୍ଯ୍ୟକ୍ରମରେ ଯୋଗ ଦେଲେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା। ଛତର୍‌ପୁର ମନ୍ଦିର ନିକଟରେ ଥିବା ମାର୍କେଣ୍ଡେୟ ଭବନରେ ଏହି ଚା’ ପାନ କାର୍ଯ୍ୟକ୍ରମ ଅାୟୋଜିତ ହୋଇଥିଲା।  ଏହା ସହିତ ଦହିବରା, ଅାଳୁଦମ୍‌ର ମଧ୍ୟ ବ୍ୟବସ୍ଥା ହୋଇଥିଲା।

ଏହି ‘ହେଇଯାଉ’ କାର୍ଯ୍ୟକ୍ରମରେ ଦିଲ୍ଲୀରେ ଥିବା ବହୁ ବୁଦ୍ଧିଜୀବୀ, ଯୁବକ, ପ୍ରବାସୀ ଓଡ଼ିଆ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗରେ ବୈଜୟନ୍ତ ପଣ୍ଡାଙ୍କ ସହିତ ଅାଲୋଚନା କରିଥିଲେ। ବୈଜୟନ୍ତଙ୍କ ଏହି କାର୍ଯ୍ୟକ୍ରମକୁ ସେମାନେ ବହୁତ ପ୍ରଶଂସା ମଧ୍ୟ କରିଛନ୍ତି। ଏହା ଅାଗରୁ କଟକ ଓ ଭୁବନେଶ୍ୱରରେ ମଧ୍ୟ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ‘ହେଇଯାଉ’ କାର୍ଯ୍ୟକ୍ରମ ହୋଇଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like