• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଗହଣା ଦୋକାନ। କରୋନା ସଂକ୍ରମଣ ରୋକିବାକୁ ବ୍ରହ୍ମପୁର ଜୁଏଲାରୀ ଆସୋସିଏସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଗତମାସ ୧୩ ତାରିଖରୁ ୩୦ତାରିଖ ପର୍ଯ୍ୟନ୍ତ ଅଣଅତ୍ୟାବଶ୍ୟକ ଦୋକାନ ବନ୍ଦ ଥିବା ବେଳେ ଚଳିତ ମାସ ୧ତାରିଖରୁ ଏସବୁ ଦୋକାନ ଖୋଲା ଯାଇଥିଲା। ହେଲେ ଜିଲ୍ଲାରେ ଯେଉଁଭଳି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଏହାକୁ ଦୃଷ୍ଟିରେ ରଖି ଗହଣା ଦୋକାନ ବନ୍ଦ ରଖିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିବା କହିଛି ଜୁଏଲାରୀ ଆସୋସିଏସନ।

ଆହୁରି ମଧ୍ୟ ପଢ଼ନ୍ତୁ: ସପ୍ତାହରେ ଓଡ଼ିଶାରେ କରୋନା ନେଲାଣି ୨୩ ମୁଣ୍ଡ

Jewellery-shop-closed-till-july-12-in-berhampur
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories