ଆସନ୍ତା ୨୧ରେ ଉଦ୍‌ଘାଟନ ହୋଇପାରେ ଝାରସୁଗୁଡ଼ା ବିମାନବନ୍ଦର

ଝାରସୁଗୁଡ଼ା: ଆସନ୍ତା ୨୧ତାରିଖରେ ଉଦ୍‌ଘାଟନ ହୋଇପାରେ ବହୁପ୍ରତୀକ୍ଷିତ ଝାରସୁଗୁଡ଼ା ବିମାନବନ୍ଦର। ଅଗଷ୍ଟ ୨୧ରେ ଏହାର ଉଦ୍‌ଘାଟନ ହେବାର ସମ୍ଭାବନା ଥିବା ଏୟାରପୋର୍ଟ ନିର୍ଦ୍ଦେଶକ ଏସ୍.କେ ଚୌହାନ ସୂଚନା ଦେଇଛନ୍ତି। ତେବେ ଏନେଇ ସେ କୌଣସି ବିଧିବଦ୍ଧ ଚିଠି ପାଇନଥିବା ମଧ୍ୟ ସ୍ପଷ୍ଟ କରିଛନ୍ତି।

ଏଥିସହ ୨୧ରେ ଉଦ୍‌ଘାଟନ ହେଲେ ମଧ୍ୟ କେବେ ଠାରୁ ସେଠାରୁ ବିମାନ ଉଡ଼ାଣ ଆରମ୍ଭ ହେବ ସେନେଇ ମଧ୍ୟ କୌଣସି ସ୍ପଷ୍ଟସୂଚନା ମିଳିନାହିଁ। ଝାରସୁଗୁଡା ବିମାନବନ୍ଦର 4-G କାଟାଗୋରୀ ଲାଇସେନ୍ସ ପାଇଥିବା ବେଳେ ଏଠାରୁ  ୩୨୦ ଏୟାରବସ୍‌ ଭଳି ବିମାନ ସେବା ଉପଲବ୍ଧ ହେବ। ଦେଶର ବିଭିନ୍ନ ସହରକୁ ଏଠାରୁ ସିଧାସଳଖ ବିମାନସେବା ସଂଯୋଗ ରହିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like