ବିଧାୟକ ପଦରୁ ଇସ୍ତଫା ଦେଲେ ଯୋଗେଶ ସିଂହ

ଭୁବନେଶ୍ୱର : ସୁନ୍ଦରଗଡ଼ ବିଧାୟକ ପଦରୁ ଇସ୍ତଫା ଦେଲେ ଯୋଗେଶ ସିଂ। ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ଆଜି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ଯୋଗେଶ।

ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଯୋଗେଶଙ୍କୁ କଂଗ୍ରେସ ଦଳରୁ ନିଲମ୍ବନ କରିଥିଲା। ଏହା ପରେ ବିଧାୟକ ପଦ ଛାଡ଼ିବାକୁ ବି ଘୋଷଣା କରିଥିଲେ ଯୋଗେଶ।

ଯୋଗେଶଙ୍କ ପୂର୍ବରୁ ଝାରସୁଗୁଡ଼ା ବିଧାୟକ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

 

You might also like