• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଜି ବିଶ୍ୱ ପ୍ରେସ୍ ଫ୍ରିଡ୍‌ମ ଡେ’ରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ। ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଖବର ସଂଗ୍ରହ ବେଳେ କିଛି ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ବନବିଭାଗର କର୍ମଚାରୀ କ୍ୟାମେରା ଭାଙ୍ଗିଦେଇଥିବା ନେଇ ଅଭିଯୋଗ ହୋଇଛି।

ଆଜି ବାତ୍ୟା ଫନୀକୁ ବର୍ଷେ ପୁରିଛି। ସେହି ସମୟରେ ଫନୀର ତାଣ୍ଡବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଥିଲା ପୁରୀ ଜିଲ୍ଲା ଉପକୂଳ ଅଞ୍ଚଳ ବାଲୁଖଣ୍ଡ ଅଭୟାରଣ୍ୟର ହଜାର ହଜାର ଗଛ। ଏନେଇ ଖବର ସଂଗ୍ରହ ପାଇ ଯାଇଥିବା ବେଳେ ବାଲୁଖଣ୍ଡ ଅଭୟାରଣ୍ୟରେ ବନ ବିଭାଗର କର୍ମଚାରୀଙ୍କ ଅକ୍ରୋଶର ଶିକାର ହୋଇଥିଲେ।

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପେଣ୍ଠକଟା ଥାନାରେ ଅପରାଧିକ ମାମଲା ଦାୟର ହୋଇଛି। ସେପଟେ ଏଭଳି ଆକ୍ରମଣକୁ ସାଧାରଣରେ ନିନ୍ଦା କରାଯାଇଛି। ତେବେ ଏନେଇ ବନ ବିଭାଗ କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିପାରିନି।

Journalist-attacked-by-forest-guard-at-the-time-of-reporting
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories