• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଏକ ନିର୍ଦ୍ଦିଷ୍ଟ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରଫୁଲ୍ଲ କୁମାର ମାଝୀ। ଘରକୁ ଫେରୁଥିବା ବେଳେ ଗରଡ଼ି ଛକରେ ଚୋରା କାଠ ମାଫିଆମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ।

କୁଳଡିହା ସଂରକ୍ଷିତ ଜଙ୍ଗଲରେ କାଠ ମାଫିଆଙ୍କ କାରନାମା ସଂପର୍କରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ବନ ବିଭାଗ ଚଢ଼ାଉ କରି ଚୋରା କାଠ ଜବତ କରିଥିଲା। ଏହି କାରଣରୁ ରାଗ ରଖି କାଠ ମାଫିଆମାନେ ପ୍ରଫୁଲ୍ଲଙ୍କୁ ‌ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ତାଙ୍କୁ ପ୍ରଥମେ ବରହମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୀଳଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାକୁ ବିଭିନ୍ନ ମହଲରୁ ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି।

https://youtu.be/T8H22QAOvug

Journalist-injured-in-attack-by-miscreants
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories