OHRC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଷ୍ଟିସ ବିମଳ ପ୍ରସାଦ ଦାସ

ଭୁବନେଶ୍ୱର: ରାଜ୍ୟ ମାନବାଧିକାର ଅଧ୍ୟକ୍ଷ ଭାବେ ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଧିବଦ୍ଧ ଭାବେ ଜଷ୍ଟିସ୍ ଦାସ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି।

ରାଜ୍ୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣିକୁ ଗୁରୁତ୍ୱ ଦେବାସହ ସ୍ୱଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ ବୋଲି ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି।

ଖାଲି ଏତିକି ନୁହେଁ, ଯଦି କେହି ମାନବାଧିକାର ଉଲ୍ଲଂଘନ କରେ ତେବେ ତାଙ୍କୁ ଛଡ଼ାଯିବ ନାହିଁ ବୋଲି ସେ କହିଛନ୍ତି। ଏହାସହ ବୈଷୟିକ ଜ୍ଞାନକୌଶଳ ବ୍ୟବହାର ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଜଷ୍ଟିସ ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like