ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ୱ ନେବେ ଜଷ୍ଟିସ୍ ମହମ୍ମଦ ରଫିକ୍। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶରେ ଏହି ବଦଳି କରାଯାଇଛି।

ସୂଚନା ଥାଉ କି, ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀଙ୍କ ଅବସର ପରେ ଜଷ୍ଟିସ ସଞ୍ଜୁ ପଣ୍ଡା ଏବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like