୧୨ ରୁ ଅଧିକ ବାଲ୍ୟ ବିବାହ ରୋକିଲେଣି କନ୍ଧମାଳ ଝିଅ ଝୁଲିମା

କନ୍ଧମାଳ: ଫୁଲବାଣୀ ଫେରିଛନ୍ତି ଓଡ଼ିଆ ଝିଅ ଝୁଲିମା ମଲ୍ଲିକ। ସମ୍ମାନଜନକ ‘ଭି’ ଅୱାର୍ଡ ମିଳିବା ପରେ ଏବେ ସେ ବାଲ୍ୟ ବିବାହ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ସହ ଏହାକୁ ରୋକିବା ପାଇଁ କାର୍ଯ୍ୟ କରିବେ ବୋଲି ଝୁଲିମା କହିଛନ୍ତି।

ବର୍ତ୍ତମାନ ୧୨ରୁ ଅଧିକ ବାଲ୍ୟ ବିବାହ ସେ ଅଟକାଇ ସାରିଲେଣି। ଆଗାମୀ ଦିନରେ ଏନେଇ କାର୍ଯ୍ୟ ଜାରି ରଖିବେ, କନ୍ଧମାଳର ବିଭିନ୍ନ ଅଞ୍ଚଳ ବୁଲି ଏନେଇ ସଚେତନ କରିବେ ବୋଲି ଝୁଲିମା କହିଛନ୍ତି।

କନ୍ଧମାଳର ଝୁଲିମା ମଲ୍ଲିକଙ୍କୁ ମିଳିଥିଲା ସମ୍ମାନଜନକ ‘ଭି’ ଅୱାର୍ଡ। ଦୀର୍ଘ ଦିନ ଧରି ସ୍ୱେଚ୍ଛାସେବୀ ସଂଗଠନ ସହ ଜଡ଼ିତ ରହି ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଯୋଗୁଁ ତାଙ୍କୁ ଏହି ସମ୍ମାନ ମିଳିଥିଲା।

ଆହୁରି ପଢ଼ନ୍ତୁ

ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ୍ ଡିଜି

କୁଷ୍ଠରୋଗୀ କହି ବାସନ୍ଦ କରିଦେଲେ, ପାଇପ୍ ଭିତରେ ବିତୁଛି ଜୀବନ

ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଅଡିଓ ଭାଇରାଲ ପ୍ରସଙ୍ଗ: ଗିରଫ ଲକ୍ଷ୍ମୀକାନ୍ତଙ୍କୁ ଭେଟିଲା କଂଗ୍ରେସ

ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଆଇନ୍‌ ଉଲ୍ଲଙ୍ଘନ ଅଭିଯୋଗରେ କ୍ୟାପିଟାଲ ଥାନା IIC ଗିରିଜା ଚକ୍ରବର୍ତ୍ତୀଙ୍କ ନାଁରେ ଏତଲା ଦେଲା ଓଟିଭି

କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସମ୍ୱଲପୁରରେ ହେବନି ସଟ୍‌ଡାଉନ୍

You might also like