ପୋଲିସ ଆଗରେ ଗ୍ରାମବାସୀଙ୍କ କଙ୍ଗାରୁ କୋର୍ଟ, ମହିଳାଙ୍କୁ ଆଣ୍ଠେଇ ଭୁଲ ମଗାଇଲେ

କେନ୍ଦ୍ରାପଡା: ପୋଲିସ ସାମ୍ନାରେ ମହିଳାଙ୍କୁ ନିର୍ଯାତନା। ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଆଣ୍ଠେଇ ଭୁଲ ମାଗାଇଲେ ସ୍ଥାନୀୟ ବାସିନ୍ଦା। ପୋଲିସ ଉପସ୍ଥିତିରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ରଙ୍କାଳ ଗାଁରେ। ଅଭିଯୋଗ ଅନୁସାରେ, ପିଲାଙ୍କୁ ଖାଦ୍ୟ ଯୋଗାଇବା ନାଁରେ ରଙ୍କାଳ ଗାଁରେ ଲୋକଙ୍କ ଠାରୁ ୨ଶହ ଟଙ୍କା ଲେଖାଏଁ ଆଦାୟ କରୁଥିଲେ। ଏହି ମହିଳା କୌଣସି ଏକ ଏନଜିଓ ସଂସ୍ଥା ପକ୍ଷରୁ ଏଭଳି ଏକ ସର୍ଭେ କରାଯାଉଥିବା ମହିଳା ଜଣକ କହିଥିଲେ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ପରେ ଏନେଇ ସ୍ଥାନୀୟ ସରପଞ୍ଚକୁ କହିବା ପରେ ମହିଳା ଜଣକ ମିଛ କହୁଥିବା ଜଣାପଡିଥିଲା। ତେବେ ଲୋକଙ୍କ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚଥିଲା। ଏହା ପରେ ମଧ୍ୟ ଲୋକମାନେ ମହିଳାଙ୍କୁ ଆଣ୍ଠେଇ ଭୁଲ ମାଗୁଥିବାର ଭିଡିଓରେ ଦେଖିବାକୁ ମିଳିଥିଲା।

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like