ଲୋକଙ୍କ ଜୀବନ ବଞ୍ଚାଇଥିବା ଦୁଇ ଭଉଣୀଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ନିପାଣିଆ ଡଙ୍ଗାବୁଡି ଘଟଣା

କେନ୍ଦ୍ରାପଡ଼ା  : କେନ୍ଦ୍ରାପଡ଼ା ମହାକାଳପଡ଼ା ନିପାଣିଆ ଡଙ୍ଗାବୁଡି ଘଟଣାରେ ବହୁ ଲୋକଙ୍କ ଜୀବନ ବଞ୍ଚାଇଥିବା ଦୁଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପାଣିଆ ଗାଁର ଦୁଇ ଭଉଣୀ ପୂର୍ଣ୍ଣିମା ଗିରି ଓ ବବିତା ଗିରିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ଗତ ୨ ତାରିଖ ରାତିରେ କୁଜଙ୍ଗ ହସିଣା ଗାଁର ୫୫ ଜଣ ହୁକିଟୋଲାରୁ ଭୋଜି କରି ଏକ ଡଙ୍ଗାରେ ଫେରୁଥିବାବେଳେ ନିପାଣିଆ ନିକଟରେ ବୁଡିଯାଇଥିଲା। ତେବେ ବବିତା ଓ  ପୂର୍ଣ୍ଣିମା ହାଡ଼ ଥରା ଜାଡ଼, ଅନ୍ଧାର ଆଉ ଜୁଆରିଆ ନଈକୁ ଖାତିର ନକରି ପାଣି ଭିତରକୁ ଡେଇଁ ପଡି ଛୋଟ ଛୋଟ ପିଲାଙ୍କ ସମେତ ୧୦ରୁ ଅଧିକ ଲୋକଙ୍କୁ ମରଣ ମୁହଁରୁ ଉଦ୍ଧାର କରିଥିଲେ।  ଏହି ସାହସିକତା ପାଇଁ ଦୁଇ ଜଣଙ୍କୁ ସବୁ ଆଡୁ ପ୍ରଶଂସାର ସୁଅ ଛୁଟିଥିଲା।

ଆହୁରି ପଢ଼ନ୍ତୁ

ବୁଲା କୁକୁରଙ୍କ ପ୍ରେମରେ ବନ୍ଧା ସସ୍ମିତା

ରାସ୍ତା କଡର ମଣିଷଙ୍କୁ ଖିଅର କରୁଛନ୍ତି, ଗାଧୋଇ ଦେଉଛନ୍ତି ଶିକ୍ଷିତ ଯୁବଗୋଷ୍ଠୀ

ଆଇସ୍‌କ୍ରିମ୍‌ କାଠିରେ ତିଆରି ହେଇଛି ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି

ପାନ ଦୋକାନୀଙ୍କ ପୁଅ ହେବେ ବୈଜ୍ଞାନିକ

ଉତ୍ତର କୋରିଆ ଜେଲ୍‌ରେ ଏମିତି ଦଣ୍ଡ ପାଆନ୍ତି କଏଦି

ଦିଆସିଲି କାଠିରେ ଯୁବକ ତିଆରି କଲେ କାଳିଆ ମୂର୍ତ୍ତି

ଚାକିରିଆ ଦମ୍ପତିଙ୍କୁ ଘାରିଛି ଚାଷ ନିଶା

ଉତ୍ତର କୋରିଆକୁ ୟେଲୋ ଡଷ୍ଟ୍ ଭୟ

ମ୍ୟାଜିକ୍‌ ଚାଉଳ ଚାଷ କରନ୍ତି ଏହି ଚାଷୀ, ଥଣ୍ଡା ପାଣିରେ ପକେଇଲେ ହୋଇଯିବ ଭାତ

ଫ୍ରି ଟ୍ରି: ଯେଉଁଠି ଗରିବଙ୍କ ପାଇଁ ଲୋକମାନେ ଛାଡିଯାଆନ୍ତି ଦରକାରୀ ଜିନିଷ

ଆଶ୍ଚର୍ଯ୍ୟ ! ଅନ୍‌ଲାଇନ୍‌ରେ ଅର୍ଡର କଲେ ବର୍ଗର, ଆସିଲା ସସ୍‌ ପ୍ୟାକେଟ୍

କରୋନାରେ ମୃତ ବ୍ୟକ୍ତିଙ୍କ ଅଟୋପ୍ସି ରିପୋର୍ଟରେ ଆସିଲା ଚମକାଇ ଦେଲା ଭଳି ତଥ୍ୟ

You might also like