କରୋନାକୁ ନେଇ ରଜ ପର୍ବ ପାଳନ ଉପରେ କଟକଣା

କେନ୍ଦୁଝର: କରୋନାକୁ ନେଇ କେନ୍ଦୁଝରରେ ରଜ ପର୍ବ ପାଳନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ। ୧୩ ତାରିଖଠାରୁ ରଜ ପର୍ବ ପାଳନ ହେବାକୁ ଥିବା ବେଳେ କାଲିଠାରୁ କଟକଣା ଲାଗୁ ହେଉଛି।  କେନ୍ଦୁଝରରେ ଗଣ ପର୍ବ ରଜ ସମୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି।

ରଜ ଦୋଳି, ମେଳା, ମହୋତ୍ସବ ଏବଂ ପାରମ୍ପରିକ ଖେଳ ଆଦି ବେଳେ ଲୋକେ ବହୁତ ମାତ୍ରାରେ ଏକାଠି ହେବାର ସମ୍ଭାବନା ଥିବାରୁ ଏହା ଉପରେ ରୋକ ଲଗାଇଛି ପ୍ରଶାସନ। ତେଣୁ ଏସବୁ କେହି ଆୟୋଜନ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।

ଆସନ୍ତାକାଲିଠାରୁ ୧୬ ତାରିଖ ଯାଏଁ ଏହି କଟକଣା ଲାଗୁ ହେବ। ଏହି ସମୟ ମଧ୍ୟରେ ଅତ୍ୟାବଶ୍ୟକ ଜିନିଷ ଦୋକାନ ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଖୋଲା ରହିବ। ହେଲେ ଅନ୍ୟ ସବୁ ଦୋକାନ ସକାଳ ୭ରୁ ଅପରାହ୍ନ ୨ଟା ଯାଏ ଖୋଲା ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like