ବାତ୍ୟା ବିପନ୍ନଙ୍କ ସହାୟତା ପାଇଁ ୨୧ ଲକ୍ଷ ଟଙ୍କା ପ୍ରଦାନ କଲା ଖିମଜୀ ଗ୍ରୁପ୍‌

ଭୁବନେଶ୍ଵର : ଓଡ଼ିଶାର ଜଣାଶୁଣା ଗହଣା ବ୍ରାଣ୍ଡ୍ ଖିମଜୀ ବାତ୍ୟା ବିପନ୍ନଙ୍କ ସହାୟତା ପାଇଁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଆଜି ଖିମଜୀ ଗ୍ରୁପର ନିର୍ଦ୍ଦେଶକ ମିତେଶ ଖିମଜୀ ଏବଂ ସୁମିତ ଖିମଜୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୨୧ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।

ଗତ ୩ ତାରିଖରେ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫୋନି ଦ୍ଵାରା ପୁରୀ, ଖୋର୍ଦ୍ଧା, କଟକ ଆଦି ଜିଲ୍ଲାଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାକାର ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଖିମଜୀ ଗ୍ରୁପର ଏହା ଏକ ଛୋଟିଆ ପ୍ରୟସ ବୋଲି ମିତେଶ ଖିମଜୀ କହିଛନ୍ତି। ସେହିପରି ଖିମଜୀ ଗ୍ରୁପର ଏହି ବଦାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like