ବାତ୍ୟା ପରବର୍ତ୍ତୀ ସଚେତନତା

ଭୁବନେଶ୍ୱର: ଚାଲି ଯାଇଛି ଝଡ଼, ହେଲେ ଛାଡ଼ି ଯାଇଛି ତାର କୋପ। କେଉଁଠି ସବୁ କିଛି ହରାଇଥିବା ବିପନ୍ନ ମୁଣ୍ଡ ଗୁଞ୍ଜିବାକୁ ସ୍ଥାନ ଖୋଜୁଛି, ତ ଆଉ କେଉଁଠି ଧ୍ୱଂସ ସ୍ତୁପ ତଳୁ ସ୍ମୃତି ସାଉଁଟୁଛି ବେସାହାରା ମଣିଷ।

ଏଭଳି ସ୍ଥିତିରେ ଆପଣମାନେ କ’ଣ କରିବେ, କ’ଣ ନ କରିବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସଚେତନତା ଜାରି କରାଯାଇଛି।

  • ପାଣିରେ ବୁଡ଼ି ଯାଇଥିବା କୂଅ ଓ ନଳକୂଅର ପାଣି ପିଅନ୍ତୁ ନାହିଁ।
  • ପାଣିକୁ ଫୁଟାଇ କିମ୍ବା ହାଲୋଜେନ୍ ବଟିକା ପକାଇ ପିଅନ୍ତୁ।
  • ଖାଇବା ଓ ଶୌଚ ହେବା ପରେ ହାତକୁ ସାବୁନରେ ଧୁଅନ୍ତୁ।
  • ରନ୍ଧା ଖାଦ୍ୟକୁ ଘୋଡ଼ାଇ ରଖନ୍ତୁ ଓ ମାଛି ବସିବାକୁ ଦିଅନ୍ତୁ ନାହିଁ।
  • ତରଳ ଝାଡା ହେଲେ ଓ.ଆର.ଏସ୍. ମିଶା ପାଣି ପିଅନ୍ତୁ।
  • ସାପ କାମୁଡ଼ିଲେ ଶୀଘ୍ର ଡାକ୍ତରଖାନା ନେଇ ଯାଆନ୍ତୁ।
  • ମ୍ୟାଲେରିଆ ଓ ଡେଙ୍ଗୁରୁ ରକ୍ଷା ପାଇବା ପାଇଁ ମଶାରୀ ଟାଣି ଶୁଅନ୍ତୁ।
  • ଘର ଆଖପାଖ ସଫା ରଖନ୍ତୁ ଓ ପାଣି ଜମିବାକୁ ଦିଅନ୍ତୁ ନାହିଁ।

ଆହୁରି ପଢ଼ନ୍ତୁ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

ବାପାଙ୍କ ସହ ମିଶି ଅଷ୍ଟମ ଶ୍ରେଣୀର ଛାତ୍ର କଲା ନିଆରା ଉଦ୍ଭାବନ

ବଲିଉଡ୍ କୋରିଓଗ୍ରାଫର ଏବେ ଚା’ ଦୋକାନୀ

୬୨ତମ ଜନ୍ମଦିନରେ ଦୌଡ଼ିଲେ ୬୨.୪ କିଲୋମିଟର୍

You might also like