ମହିଳାଙ୍କୁ ଦୁର୍ବ୍ୟବହାର ମାମଲାରେ ବିଡିଓ ଅଟକ

ନୂଆପଡ଼ା ( ମାୟାଧର ସରାଫ) : ମହିଳାଙ୍କୁ ଦୁର୍ବ୍ୟବହାର ମାମଲାରେ ନୂଆପଡ଼ା ଜିଲ୍ଲା କୋମନା ବ୍ଲକର ବିଡିଓ ଥାନାରେ ଅଟକ।  ଗତକାଲି ସଂଧ୍ୟାରେ ନୂଆପଡ଼ାର ଏକ ହୋଟେଲରେ ରାତ୍ରି ଭୋଜନ ବେଳେ ଜଣେ ମହିଳାଙ୍କୁ ବିଡ଼ିଓ ଶ୍ୟାମଳ ରାୟ ଦୁର୍ବ୍ୟବହାର କରିଥିବା ସଦର ଥାନାରେ ଅଭିଯୋଗ ହୋଇଥିଲା।

ଅଭିଯୋଗ ଆଧାରରେ ପୁଲିସ ବିଡିଓଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ତେବେ ଏହି ଅଭିଯୋଗକୁ ବିଡିଓ ଅସ୍ୱୀକାର କରିବା ସହ ପାଲଟା ତାଙ୍କୁ ହତ୍ୟା ଧମକ ଦିଆଯାଉଥିବା ସେ ଅଭିଯୋଗ ଆଣିଛନ୍ତି।

ଅଭିଯୋଗ ଆଧାରରେ ମାମଲାର ତଦନ୍ତ ଚାଲିଛି ବୋଲି ନୂଆପଡ଼ା ଆଇଆଇସି କହିଛନ୍ତି। ତେବେ ଏହି ପ୍ରସଙ୍ଗରେ ଦୁଇ ପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ୫ ଗିରଫ

ଶ୍ରୀମନ୍ଦିର ମେଘନାଦ ପାଚେରୀ ନିକଟରୁ ଚାଲିଛି ଉଚ୍ଛେଦ

ଘାଟିରେ ପୋଲରୁ ଖସିଲା ବସ୍ , ୩୦ ଯାତ୍ରୀ ଗୁରୁତର

ଏସ୍‌ସିବିରେ ଜଗା କାଳିଆଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଗଠିତ

ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

୪ବର୍ଷର ଶିଶୁକନ୍ୟାକୁ ସଂପର୍କୀୟ ଭାଇର ଦୁଷ୍କର୍ମ ଅଭିଯୋଗ

ବିଦ୍ୟୁତ୍‌ ଚୋରି ରୋକିବାକୁ ଲାଗିବ ସ୍ମାର୍ଟ ମିଟର

ଜାତୀୟ ପତାକାକୁ ଅସମ୍ମାନ କଲେ ପ୍ରିନ୍ସପାଲ୍ !

ମହଙ୍ଗା ପଡିଲା ମାଟ୍ରିମନୀରେ ମିଛ ପ୍ରୋଫାଇଲ୍ ଦେଇ ବିବାହ ଉଦ୍ୟମ

ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲାଯିବା ପରେ ଶତାଧିକ ଲୋକ ଜଳବନ୍ଦୀ

ଛାତ୍ରଙ୍କୁ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କ ନିସ୍ତୁକ ମାଡ଼;  ଭିଡିଓ ଭାଇରାଲ୍

ଯୁବକଙ୍କୁ ଛାତ ଉପରୁ ଠେଲି ମାରିଦେଲେ ଦୁଇ ସାଙ୍ଗ

You might also like