• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Konark

Content Creators
କଣ୍ଟେଣ୍ଟ କ୍ରିୟେଟରଙ୍କୁ ମିଳିଲା ସ୍ୱୀକୃତି, ନ୍ୟାସନାଲ୍ କ୍ରିଏଟର୍ସ ଆୱାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ପ୍ରଥମଥର ପାଇଁ ୨୦ଟି ବର୍ଗରେ ୨୩ ଜଣଙ୍କୁ ସମ୍ମାନ । ଆକର୍ଷଣ ସାଜିଲା ମଜାଳିଆ ଅନ୍ଦାଜରେ ମୋଦିଙ୍କ ଭାବବିନିମୟ ।

Minor Girl Death
ଅସହ୍ୟ ହେଲା ବାପର ପାପ; ବାରମ୍ବାର ଦୁଷ୍କର୍ମ ପରେ ଝିଅର ଆତ୍ମହତ୍ୟା!

ନବମ ଶ୍ରେଣୀର ନାବାଳିକା ଝିଅକୁ ବାପା ବାରମ୍ବାର ଦୁଷ୍କର୍ମ କରିବାରୁ ଝିଅର ଆତ୍ମହତ୍ୟା ଅଭିଯୋଗ।

Odisha Politics
ମା'ଙ୍କ ପାଖରେ ରାଜନେତାଙ୍କ ଗହଳି; କିଏ ମାରିବ ୨୪ ବାଜି ?

ମା'ଙ୍କ ପାଖରେ ନେତାଙ୍କ ଗହଳି। ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବୀ ଦୁର୍ଗାଙ୍କ ଦର୍ଶନ କରିଥିବାବେଳେ କଟକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମା’ଙ୍କ ପେଣ୍ଡାଲ ବୁଲିଛନ୍ତି ।

Awas Yojna
ଓଃ କି ଦୁଃଖ ! ଯେଉଁ ଘରେ ମଣିଷ, ସେହି ଘରେ ଛେଳି

ସ୍ୱାମୀ ପର ଘରେ ମଜୁରୀ ଖଟିଲେଏ ଘରେ ଚୁଲି ଜଳିବ । ସେଇଠି ନୂଆ ଘର କଥା ପଚାରେ ବା କିଏ ? ସେଇଥି ଲାଗି ତ ପଲିଥିନ୍‌ ତଳେ ବିତୁଛି ଜୀବନ । ପୂରା ଜୀବନଟା ସେହି ଘରେ କଟିଗଲାଣି । ଭାବିଥିଲେ ବୟସର ଅପରାହ୍ନରେ ପହଞ୍ଚିବା ପରେ ଆବାସ ଯୋଜନାରେ ଘର ମିଳିବ, ଟିକିଏ ଶାନ୍ତିରେ ରହିବେ । ହେଲେ ସେ ସ୍ୱପ୍ନ ସବୁ ସ୍ୱପ୍ନରେ ହିଁ ରହିଗଲା । ମୋଟ୍‌ ଉପରେ ଆବାସ ତାଙ୍କ ଲାଗି ଉପହାସ ପାଲଟିଗଲା । ଘର ଖଣ୍ଡିଏ ଲାଗି ପ୍ରଶାସନିକ ବଡବାବୁଙ୍କୁ ଗୁହାରି କରି କରି ଥକିପଡିଲେଣି ହେଲେ ପରିସ୍ଥିତି ଯଥା ପୂର୍ବଂ ତଥା ପରଂ ।

Exclusive Photo Of Inside Konark Sun Temple
ଆସିଲା କୋଣାର୍କ ସୂର୍ଯ୍ୟମନ୍ଦିର ଭିତରର EXCLUSIVE ଫଟୋ

ଆସିଲା ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଭିତରର ଏକ୍ସକ୍ଲୁସିଭ ଫଟୋ। ପଥର ଓ ବାଲି ପ୍ୟାକିଂ ହୋଇଥିବା ମୁଖଶାଳା ଭିତର ପାର୍ଶ୍ୱ ଦେଖିବାକୁ ମିଳିଛି।

OAS exam
କାହା ବାପା ପାଲା ଗାୟକ ତ ଆଉ କାହା ବାପା ତେଜରାତୀ ଦୋକାନୀ...ପୁଅ ଏବେ OAS

ସଂଘର୍ଷ କଲେ ସଫଳତା ନିଶ୍ଚୟ ମିଳିବ । କାହା ବାପା ପାଲାଗାୟକ ତ ଆଉ କାହାର ତେଜରାତୀ ଦୋକାନୀ...କଠିନ ପରିଶ୍ରମର ଫଳ ପାଇଛି ପୁଅ । ଏବେ ହାକିମ ହେବ।

River Bank Of Odisha
ଦୁର୍ବଳ ହେଲାଣି ଓଡ଼ିଶାର ନଦୀବନ୍ଧ ! ଛାନିଆ ହେଲେଣି ଉପକୂଳିଆ

ଦେବୀ, କୁଶଭଦ୍ରା ଓ ଭାର୍ଗବୀ ନଦୀର ବିଭିନ୍ନ ସ୍ଥାନରେ ବନ୍ଧ ଫାଟିଛି । ଦୁର୍ବଳ ନଦୀ ବନ୍ଧକୁ ନେଇ ଓଟିଭିର ଗ୍ରାଉଣ୍ଡ ରିପୋର୍ଟ ।

Coir craft
କଣ୍ଢେଇ କଲା ସ୍ୱାବଲମ୍ବୀ...ଏବେ ରୋଜଗାର ଲକ୍ଷଲକ୍ଷ

ଦିନେ ଟଙ୍କା ପାଇଁ ବଡ଼ ହିନସ୍ତା ହେଉଥିଲେ...କେମିତି ରୋଜଗାର କରିବେ ସେହି ଚିନ୍ତାରେ କଟୁଥିଲା ଦିନ । ସମୟ ବଦଳିଲା, ନଡ଼ିଆ କତାରୁ ସାମଗ୍ରୀ ପାଇଁ ନେଲେ ଟ୍ରେନିଂ । ଏବେ ଭଲ ରୋଜଗାର ହେବା ସହିତ ପରିବାର ଭଲରେ ଚଳୁଛି

Rainfall increase from 4th July
ସକ୍ରିୟ ହେବ ମୌସୁମୀ ! କାଲିଠୁ ବଢିବ ବର୍ଷାର ପରିମାଣ

ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।

kalashi
ଗାଁରେ ଲାଗିଛି କାଳଶି; ଆଶ୍ଚର୍ଯ୍ୟ କରୁଛି ନିଆଁ ଗିଳା ସହ ନିଆଁରେ ଚାଲିବା ଦୃଶ୍ୟ

ବେକରେ ମନ୍ଦାର ମାଳ ପକାଇ କାଳସି ରୂପରେ ଉଭା ହୁଅନ୍ତି ପ୍ରତାପ । ସେପଟେ ବିଭିନ୍ନ ମନୋସ୍କାମନା ନେଇ ବହୁ ଦୂର ଦୂରାନ୍ତରୁ ଛୁଟି ଆସନ୍ତି ବହୁ ଲୋକ। ସେମାନଙ୍କ ବିଶ୍ୱାସ ଯେ, ପ୍ରତାପଙ୍କ ଦେହରେ ମାଆ ମଙ୍ଗଳା ସବାର ହେଉଥିବାରୁ ସେ ସବୁ ସମସ୍ୟାର ସମାଧାନ କରିପାରନ୍ତି ।

mango
ହାଉ ଜାଉ ଦେଶୀ ଆମ୍ବ; ବାଇଗଣପଲେଇକୁ ହତାଦର

କାହିଁକି ଓଡ଼ିଶା ବଜାରରେ ଏବର୍ଷ ଘାଟା ଖାଇଲା ବାଇଗଣ ପଲେଇ ଆମ୍ବ ? ଦର ଅଧିକ ନା ଅଧିକ ଆମଦାନୀ ଅଧିକ ?

Hiwa climbed on Sarpanch's head
ବିବାହ ଭୋଜିରୁ ଫେରୁଥିଲେ ସରପଞ୍ଚ; ମୁଣ୍ଡଉପରେ ଚଢ଼ିଗଲା ହାଇୱା

ବିବାହ ଭୋଜିରେ ଯୋଗଦେବା ପାଇଁ ଆସି ଘରକୁ ଫେରୁଥିବା ବେଳେ ଏକ ହାଇୱା ସେ ବସିଥିବା ବୁଲେଟକୁ ଧକ୍କା ଦେଇଥିଲା । ଫଳରେ ସେ ତଳେ ପଡିଯାଇଥିଲେ । ତାଙ୍କ ମୁଣ୍ଡ ଉପରେ ହାଇୱାଟି ଚଢ଼ିଯିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।

Suspense deepens over spy pigeon captured from Konark
କୋଣାର୍କ ଅଞ୍ଚଳ ସମୁଦ୍ରରୁ ଧରା ପଡ଼ିଥିବା ସନ୍ଦିଗ୍ଧ ପାରା, କୌଣସି ଗୁପ୍ତଚର ପାରା ନୁହେଁ ତ ?

କୌଣସି ଶତ୍ରୁ ପକ୍ଷପଠାଇ ନ ଥିଲେ ତ ? ଗୋଡ଼ରେ ଲାଗିଥିବା କ୍ୟାମେରା ଓ ଚିପ୍ ରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଛି କି ? ଏହି କ୍ୟାମେରା ଓ ଚିପ୍ ଜରିଆରେ ବାହାରକୁ କିଛି ତଥ୍ୟ ପଠା ଯାଇଥିଲା କି ? ଏହା କୌଣସି ଗୁପ୍ତ ସୂଚନା ନୁହେଁ ତ ? ଏହି ସବୁ ପ୍ରଶ୍ନର ଉତ୍ତର ଖୋଜିବାକୁ ଚାଲିଛି କସରତ ।

Devotees take holy dip at Chandrabhaga on the occasion of Magha Saptami
ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କଲେ ଶ୍ରଦ୍ଧାଳୁ

ପବିତ୍ର ମାଘ ସପ୍ତମୀ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କରିଛନ୍ତି। ମହାପ୍ରଭୁଙ୍କ ମହାସ୍ନାନ ପରେ ପରେ ଭୋର ୪ଟା ୪୧ରେ ଶ୍ରଦ୍ଧାଳୁମାନେ ମାଘବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। 

Puri Girl Killed
ଝିଅକୁ ମାରି ପୋଡ଼ିଦେବା ଘଟଣା: ବାପାଙ୍କ ସମେତ ୩ ମାଲଭାଇ ଗିରଫ

ପୁରୀ ଗୋପ ଥାନା ବିଜିପୁରରେ ଝିଅକୁ ହତ୍ୟା ଅଭିଯୋଗ ମାମଲାରେ ଅଭିଯୁକ୍ତ ବାପାଙ୍କ ସମେତ ସହ ଗାଁର ୩ ଜଣ ମାଲଭାଇ ଗିରଫ ହୋଇଛନ୍ତି।

Crime
କଲେଜ ପଢୁଆ ଝିଅକୁ ମାରିଦେଲେ ବାପା-ସାବତ ମା’, ପ୍ରମାଣ ଲୁଚାଇବାକୁ ରାତାରାତି ପୋଡ଼ିଦେଲେ

ବଡ଼ଝିଅର ଏତଲା ପରେ ମଶାଣିରୁ ହା଼ଡ ପାଉଁଶ ଜବତ । ଅଭିଯୁକ୍ତ ବାପାକୁ ଜେରା, ସାବତ ମାଆ ଫେରାର ।

step mother kills daughter in konark
ଜନ୍ମ ଦେଇନି ବୋଲି ମାରିଦେଲା ମାଆ !

ବିଭିନ୍ନ ସମୟରେ ସାବତ ମାଆ ମୋନାଲିଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ।

Sun Temple
ସୌରଶକ୍ତିରେ ଆଲୋକିତ ହେବ କୋଣାର୍କ, କଳାହାଣ୍ଡି ତେନ୍ତୁଳିପଦା ସୌରଶକ୍ତି ପ୍ରକଳ୍ପରୁ ଆସିବ ବିଜୁଳି 

ଗ୍ରୀଡ୍‌କୋ ଓ ସୂର୍ଯ୍ୟନଗରୀ ପ୍ରାଇଭେଟ୍ ଲିମିଟେଡ ମଧ୍ୟରେ ଚୁକ୍ତି । ୨୦୨୩ ଶେଷ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ।

Puri-Konark Marine Drive
ସମୁଦ୍ର ଆଁକୁ ଚାଲିଯିବନି ତ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ?

ଗଭୀର ଚିନ୍ତା ପ୍ରକଟ କଲେ ପରିବେଶବିତ୍ । ପୁରୀ ପ୍ରଶାସନ କହିଲା କରାଯିବ ସ୍ଥାୟୀ ପ୍ରତିକାର ।

Puri-Konark Marine Drive
ଉଗ୍ର ହେଉଛି ସମୁଦ୍ର ! ଲହଡ଼ି ମାଡ଼ରେ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍‌ର ସୁରକ୍ଷା ପାଚେରୀ ଭୁଶୁଡ଼ିଲା

ବାଲିବସ୍ତା ଓ ବହ୍ଲା ଦେଇ ରୋକିବାକୁ ପ୍ରୟାସ । ଜଗତସିଂହପୁର ଶିଆଳି ବେଳାଭୂମିରେ ଧୋଇଗଲା ଭ୍ୟୁ ଟାଓ୍ୱାର ଚଟାଣ  ।

Inhumanity
ମଣିଷ ନା ଅମଣିଷ ! ଷଣ୍ଢକୁ ଆଖି କାନ ବୁଜି ପିଟିଲା, ପୁଣି ବେକରେ କାଠ ଗଣ୍ଡି ଝୁଲାଇ ଗଛରେ ବାନ୍ଧିଦେଲା..

କାଠ ଗଣ୍ଡିକୁ ବେକରେ ବୋହି ଚାଲିବା ଯେ କେତେ କଷ୍ଟକର ତାହା ଥରେ ଚିନ୍ତା କରନ୍ତୁ ।

Puri-Konark Marine Drive Road
ସମୁଦ୍ରରେ ଲୀନ ହୋଇଯିବ କି ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ?

ଦିନକୁ ଦିନ ସାମୁଦ୍ରିକ ଜୁଆର ଭୟଙ୍କର ରୂପ ନେବା ସହ କୂଳ ଲଂଘି ସ୍ଥଳଭାଗକୁ ମାଡ଼ି ଆସୁଛି।

Prince Charles
ଓଡ଼ିଶା ସହ ରହିଛି ପ୍ରିନ୍ସ ଚାର୍ଲସଙ୍କ ସମ୍ପର୍କ...

ରାଣୀ ଏଲିଜାବେଥଙ୍କ ପରେ ରାଜା ହେବାକୁ ଯାଉଥିବା ପ୍ରିନ୍ସ ଚାର୍ଲସ ୧୯୮୦ରେ କୋଣାର୍କ ବୁଲିବାକୁ ଆସିଥିଲେ । କୋଣାର୍କ ବୁଲିବାବେଳେ ସେ ନିମାପଡ଼ା ନିର୍ବାଚନ ମଣ୍ଡଳୀର ହରିପୁର ଶାସନ ଆସିଥିଲେ ।