ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିର

କୋଣାର୍କ(ସଞ୍ଜୟ ପତି): ବାତ୍ୟା ‘ଫୋନି’ ଯୋଗୁ ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ୧୧ ଦିନ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ଆଜି ପୁଣିଥରେ ଖୋଲିଛି।

ହାତ କଟା ଟିକେଟ୍‌ ଦେଇ ପର୍ଯ୍ୟଟକଙ୍କୁ ଭିତରକୁ ଛଡ଼ାଯାଉଛି। ମନ୍ଦିର ଖୋଲିବା ନେଇ ଏଏସ୍ଆଇ ଡିଜି ସୂଚନା ଦେଇଥିଲେ।

ଗତ ୩ ତାରିଖରେ ବାତ୍ୟା ‘ଫୋନି’ ପ୍ରଭାବରେ ମନ୍ଦିର ପରିସର ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଥିଲା। ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିଲା। ଫଳରେ ସୌନ୍ଦର୍ଯ୍ୟ ହରାଇଥିଲା କୋଣାର୍କ ମନ୍ଦିର। ଏଣୁ ପର୍ଯ୍ୟଟକଙ୍କ ପାଇଁ ମନ୍ଦିର ବନ୍ଦ ରଖାଯାଇଥିଲା।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like