ଆଜି ରାତିରୁ ଏହି ଜିଲ୍ଲା ଲକ୍‌ଡାଉନ

କୋରାପୁଟ: କୋରାପୁଟ୍ ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ। ଜିଲ୍ଲାରେ ୮୦୦ରୁ ଊର୍ଦ୍ଧ୍ୱ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢିଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଆଜି ଜିଲ୍ଲାପାଳ ଲକ୍‌ ଡାଉନ ଘୋଷଣା କରଛନ୍ତି।

ସୂଚନାଥାଉ କି, ଏହା ପୂର୍ବରୁ ଜିଲ୍ଲାରେ ୪୮ ଘଣ୍ଟିଆ ସର୍ଟ ଡାଉନ ଜାରି କରାଯାଇଥିଲା। ଏହାର ଅବଧି ଆଜି ମଧ୍ୟ ରାତ୍ରରେ ଶେଷ ହେବ। ଏହା ପୂର୍ବରୁ ପୁଣି ଜିଲ୍ଲାକୁ ଲକ୍‌ ଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଆଜି ରାତିରୁ ଏହି ଲକ୍‌ଡାଉନ କାର୍ଯ୍ୟକାରୀ ହେବ। ଏହା ଅଗଷ୍ଟ ୧୪ ତାରିଖ ମଧ୍ୟରାତ୍ର ଯାଏ ବଳବତ୍ତର ରହିବ। ତେବେ ସକାଳ ୫ରୁ ଦିନ ୧ଟା ଯାଏଁ ଦୋକାନ ଖୋଲାରହିବ। ପୂର୍ବଭଳି ଜରୁରୀ ସେବା ମଧ୍ୟ ଜାରି ରହିବ କହିଛନ୍ତି ଜିଲ୍ଲାପାଳ।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରୁ ୪୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୭ ଛୁଇଁଛି। ଏଥିମଧ୍ୟରୁ ୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଆକ୍ଟିଭ କେସ୍ ଅଛି ୫୫୫।

ଆହୁରି ପଢ଼ନ୍ତୁ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

You might also like