ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲା: ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ଏ ନେଇ କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି।

ଗତକାଲି ରାତିରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଥିବାବେଳେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି।

ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ନେତ୍ରାନନ୍ଦ ଦଣ୍ଡସେନା କୋରାପୁଟ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିଲେ। ୨୦୧୬ରେ ରାୟଗଡ଼ା ଜେଲ୍‌ରୁ ତାଙ୍କୁ କୋରାପୁଟ ଜେଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

ଆହୁରି ପଢ଼ନ୍ତୁ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

You might also like