କଟକ-ଭୁବନେଶ୍ୱର ଏନ୍‌ଏଚ୍‌ରେ ଲେନ୍‌ ଡ୍ରାଇଭ ପ୍ରସ୍ତାବ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଜାତୀୟ ରାଜପଥ-୧୬ରେ ଲେନ ଡ୍ରାଇଭ ପ୍ରସ୍ତାବ। ଟ୍ରାଫିକ ସୁଗମ କରିବାକୁ ପ୍ରସ୍ତାବ ଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ। ଗୃହ ବିଭାଗ ପ୍ରମୁଖ ସଚିବଙ୍କୁ ପ୍ରସ୍ତାବ ଦେଲେ ଡିସିପି ସାଗରିକା।

ଏନେଇ ଡିସିପି ସାଗରିକା କହିଛନ୍ତି, NH ୧୬ର ଉଭୟ ପଟେ ତିନିଟି ଲେଖାଏଁ ଲେନ୍ ଅଛି। ତେଣୁ ଲେନ୍ ଡ୍ରାଇଭିଂର ବ୍ୟବସ୍ଥା କରାଯିବା ଉଚିତ। ଲେନ୍ ଡ୍ରାଇଭିଂ ଦ୍ୱାରା ତିନିଟି ଲାଭ ହେବ। ଯାତ୍ରାର ସମୟ କମିବ, ଗାଡ଼ିର ଗତି ବଢ଼ିବ ଓ ଦୁର୍ଘଟଣା କମିବ। ବିଶେଷ କରି ଓଭର ଟେକିଂ ସମୟରେ ଦୁର୍ଘଟଣା ହେଉଥିବାରୁ ଲେନ୍‌ ଡ୍ରାଇଭିଂରେ ଏହି ସମସ୍ୟା କମିବ।

ସେ ଆହୁରି କହିଛନ୍ତି, ସବୁଠୁ ଦ୍ରୁତ ଗତିରେ ଯାଉଥିବା ଗାଡ଼ି ସଂପୂର୍ଣ୍ଣ ଡାହାଣ ପଟେ, ତା’ଠାରୁ କମ୍ ଗତିର ମଝିରେ ଓ ସବୁଠୁ ଧିରେ ଯାଉଥିବା ଗାଡ଼ି ସଂପୂର୍ଣ୍ଣ ଭାବେ ଡାହାଣ ପଟେ ଗତି କରିବ। ଭୁବନେଶ୍ୱର ଓ କଟକ ମଧ୍ୟରେ ଲେନ ଡ୍ରାଇଭିଂ ସଫଳ ହେଲେ ଅନ୍ୟ ରାସ୍ତାରେ ମଧ୍ୟ ଏହାକୁ ପ୍ରୟୋଗ କରାଯାଇପାରେ ବୋଲି ଟ୍ରାଫିକ୍‌ ଡିସିପି ସାଗରିକା ନାଥ ପ୍ରସ୍ତାବ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like