ଶେଷଯାତ୍ରାରେ ବିଜୟ..

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସହ ଆଜି ଦିଆଯିବ ଅନ୍ତିମ ବିଦାୟ। ତାଙ୍କର ପାର୍ଥିବ ଶରୀରକୁ ମେଡିକାଲରୁ ବମିଖାଲସ୍ଥିତ ବାସଭବନକୁ ନିଆଯାଇଥିଲା । ସେଠାରେ ଅନେକ ପ୍ରଶଂସକ, ଶୁଭେଚ୍ଛୁ ଓ ପରିବାର ବର୍ଗ ତାଙ୍କୁ ଶେଷ ସମ୍ମାନ ଜଣାଇଥିଲେ।

ଏଥିସହ ଓଲିଉଡ଼୍‌ର ଅନେକ କଳାକାର ମଧ୍ୟ ବିଜୟଙ୍କ ଶେଷ ଦର୍ଶନ କରିଥିଲେ । ଏହାପରେ ବିଜୟଙ୍କ କର୍ମମୟ ଜୀବନ ବିତିଥିବା ଉତ୍କଳ ସଂଗୀତ ମହାବିଦ୍ୟାଳୟକୁ ନିଆଯାଇଥିଲା । ସେଠାରେ ଅନେକ ଓଲିଉଡ୍ କଳାକାର ଓ ସଂଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏଥିସହ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା ।

ଶହ ଶହ ପ୍ରଶଂସକ ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କୁ ଶେଷ ସମ୍ମାନ ଜଣାଇଥିଲେ । ସୂଚନାଥାଉ କି,  ଗତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ବିଜୟଙ୍କର ଦେହାନ୍ତ ହୋଇଥିଲା ।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like