ରାଜ୍ୟର ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଭେଟିବେ ଆଇନଜୀବୀ

ଭୁବନେଶ୍ୱର: ଆଜି ରାଜ୍ୟର ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଇନଜୀବୀ ଭେଟିବେ। ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି।

ଗତ ଶନିବାର ଦିନ ଖୋର୍ଦ୍ଧା ପୂର୍ତ୍ତ ଡାକ ବଙ୍ଗଳାଠାରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ସଭାପତି ବିଚିତ୍ର କୁମାର ବଡଜେନାଙ୍କ ଅଧ୍ୟକ୍ଷତାରେ ପ୍ରଥମ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଆଜି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଆସନ୍ତାକାଲି ରାଜ୍ୟପାଳଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା।

ବୈଠକରେ ରାଜ୍ୟ ସଂପାଦକ ସତ୍ୟଜିତ ସାହୁ, ଖୋର୍ଦ୍ଧା ଜିଲ୍ଲା ବାର୍‌ ଆସୋସିଏସନ୍‌ର ସଭାପତି ପ୍ରଭାତ କୁମାର ଦାଶଙ୍କ ସମେତ ବହୁ ଆଇନଜୀବୀ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ୫ ଗିରଫ

ଶ୍ରୀମନ୍ଦିର ମେଘନାଦ ପାଚେରୀ ନିକଟରୁ ଚାଲିଛି ଉଚ୍ଛେଦ

ଘାଟିରେ ପୋଲରୁ ଖସିଲା ବସ୍ , ୩୦ ଯାତ୍ରୀ ଗୁରୁତର

ଏସ୍‌ସିବିରେ ଜଗା କାଳିଆଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଗଠିତ

ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

୪ବର୍ଷର ଶିଶୁକନ୍ୟାକୁ ସଂପର୍କୀୟ ଭାଇର ଦୁଷ୍କର୍ମ ଅଭିଯୋଗ

ବିଦ୍ୟୁତ୍‌ ଚୋରି ରୋକିବାକୁ ଲାଗିବ ସ୍ମାର୍ଟ ମିଟର

ଜାତୀୟ ପତାକାକୁ ଅସମ୍ମାନ କଲେ ପ୍ରିନ୍ସପାଲ୍ !

ମହଙ୍ଗା ପଡିଲା ମାଟ୍ରିମନୀରେ ମିଛ ପ୍ରୋଫାଇଲ୍ ଦେଇ ବିବାହ ଉଦ୍ୟମ

ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲାଯିବା ପରେ ଶତାଧିକ ଲୋକ ଜଳବନ୍ଦୀ

ଛାତ୍ରଙ୍କୁ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କ ନିସ୍ତୁକ ମାଡ଼;  ଭିଡିଓ ଭାଇରାଲ୍

ଯୁବକଙ୍କୁ ଛାତ ଉପରୁ ଠେଲି ମାରିଦେଲେ ଦୁଇ ସାଙ୍ଗ

You might also like