ଜନ୍ମ ତାରିଖକୁ ନେଇ ବରିଷ୍ଠତା ବିଚାରକୁ ଅଧ୍ୟାପକ ସଂଘର ବିରୋଧ

ଭୁବନେଶ୍ୱର: ଅଧ୍ୟାପକଙ୍କ ବରିଷ୍ଠତା ଧାର୍ଯ୍ୟ କରିବା ପାଇଁ ଚାକିରି କରିବାର ଦିନ ବଦଳରେ ଜନ୍ମ ତାରିଖକୁ ଉଚ୍ଚ ଶିକ୍ଷା ବିଭାଗ ମାନଦଣ୍ଡ କରିଥିବାରୁ ଏହାକୁ ବିରୋଧ କରିଛି ଅଧ୍ୟାପକ ସଂଘ। ୬୬୨ ବର୍ଗ ଅଧ୍ୟାପକ ସଂଘର ସଭାପତି ଗୋଲକ ନାୟକ କହିଛନ୍ତି, ନୂଆ ନିୟମ ଲାଗୁ ହେଲେ ୨୦୦୪, ୨୦୦୮, ୨୦୦୯ ଓ ୨୦୧୪ ର ସରକାରୀ ନିର୍ଦ୍ଦେଶନାମାରେ ଯେଉଁମାନେ ବରିଷ୍ଠତା ପାଇଛନ୍ତି, ସେମାନେ ବରିଷ୍ଠତା ହରାଇବା ସହିତ ପଦ ମଧ୍ୟ ହରାଇ ପାରନ୍ତି।

ତା ଛଡ଼ା ଏହା ନୂଆ ନିୟମ ୧୯୬୯ ACT, ୧୯୯୪ ନିର୍ଦ୍ଦେଶନାମା ଏବଂ ଓଡିଶା ହାଇକୋର୍ଟ ନିର୍ଦ୍ଦେଶନାମାର ଉଲଂଘନ କରିବ। ତେଣୁ ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଦାବି କରାଯାଇଛି। ନ ହେଲେ ଆନ୍ଦୋଳନର ଚେତାବନୀ ଦେଇଛି ଅଧ୍ୟାପକ ସଂଘ।

ଜନ୍ମ ତାରିଖ ଅନୁସାରେ ବରିଷ୍ଠତା ସ୍ଥିର କରିବା ପାଇଁ ୨୦୨୦ ଅଗଷ୍ଟ ୮ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବେସରକାରୀ ଅନୁଦାନପ୍ରାପ୍ତ କଲେଜ ପାଇଁ ନିର୍ଦ୍ଦେଶାନାମା ପ୍ରକାଶ ପାଇଥିଲା।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like