Weather Update In Odisha: ଏହିସବୁ ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ଆଶଙ୍କା ନେଇ ଆଜି କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ,ଖୋର୍ଦ୍ଧା, ବଲାଙ୍ଗିର, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଅନୁଗୁଳ ଓ ବୌଦ୍ଧ। ଆଜି ସକାଳ ୯ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like