୬ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ
ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାବାସୀଙ୍କୁ ସକାଳ ୮ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।
ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାବାସୀଙ୍କୁ ସକାଳ ୮ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।