ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ପୁରୀ ଏବଂ ଗଜପତି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୬ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

 

You might also like