ବିପଦସଙ୍କୁଳ ହୋଇପଡ଼ିଛି କି ଲିଙ୍ଗରାଜ ମନ୍ଦିର ?

ଭୁବନେଶ୍ୱର: ଏଏସ୍‌ଆଇଙ୍କୁ ଦେବୋତ୍ତର କମିଶନ୍‌ଙ୍କ ଚିଠି ପରେ ଲିଙ୍ଗରାଜ ମନ୍ଦିର ବିପଦସଙ୍କୁଳ ହୋଇପଡ଼ିଥିବା ସନ୍ଦେହ ସୃଷ୍ଟି ହୋଇଛି। ଲିଙ୍ଗରାଜ ମନ୍ଦିର ଦଧିନଉତିରେ ଫାଟ୍ ଥିବା ନେଇ ଏଏସ୍ଆଇକୁ ଚିଠି ଲେଖିଛନ୍ତି ଦେବୋତ୍ତର କମିଶନର୍।

ଏଏସ୍‌ଆଇ ବାରମ୍ବାର ମନ୍ଦିରର ରକ୍ଷଣାବେକ୍ଷଣ ପ୍ରତି ଅବହେଳା କରିଛି। ଫଳରେ ଏବେ ଦଧିନଉତିରେ ଫାଟ୍ ସୃଷ୍ଟି ହୋଇଛି। ଯାହାକୁ ନେଇ କମିଶନର ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ମରାମତି ପାଇଁ ଏଏସ୍ଆଇ ଡିଜିଙ୍କୁ ଚିଠି ଲେଖିଛନ୍ତି।

ପ୍ରତିଦିନ ମନ୍ଦିରକୁ ୮ ହଜାରରୁ ଅଧିକ ଶ୍ରଦ୍ଧାଳୁ ଦର୍ଶନ କରିବାକୁ ଆସନ୍ତି। ଆଉ ପ୍ରତିବର୍ଷ ଲକ୍ଷାଧିକ ଶ୍ରଦ୍ଧାଳୁ ପ୍ରଭୁଙ୍କୁ ଦର୍ଶନ କରନ୍ତି। ତଥାପି ଏନେଇ ଏଏସ୍ଆଇ କାହିଁକି ଅଣଦେଖା କରୁଛି ତାକୁ ନେଇ ଦେବୋତ୍ତର କମିଶନ୍ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

You might also like