ଆଖି ବୁଜିଲା ନନ୍ଦନକାନନର ‘ସୁପ୍ରିୟା’

ଭୁବନେଶ୍ୱର:  ନନ୍ଦନକାନନରୁ ଆସିଲା ଦୁଃଖଦ ଖବର। ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଏକ ସିଂହୀର ମୃତ୍ୟୁ ହୋଇଛି। ଏହି ସିଂହୀର ନାମ ସୁପ୍ରିୟା ଥିଲା। ମୃତ୍ୟୁ ବେଳକୁ ତାର ବୟସ ୧୫ ବର୍ଷ ହୋଇଥିଲା। ସୁପ୍ରିୟା ଗତ କିଛିଦିନ ଧରି ଅସୁସ୍ଥ ଥିବା ସୂଚନା ଦିଆଯାଇଛି।

ପ୍ରକାଶଥାଉକି ଗତ ଅଗଷ୍ଟ ୨୮ରେ ନନ୍ଦନକାନନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଥିଲା। ଆଗରୁ ମଧ୍ୟ ଆଉ ୨ଟିର ମୃତ୍ୟୁ ହୋଇଥିଲା। ୨୦୧୯ ଅକ୍ଟୋବରରେ ୮ ଆନାକୋଣ୍ଡା ଚେନ୍ନାଇ ଚିଡିଆଖାନାରୁ ଆସିଥିଲେ। ଆନାକୋଣ୍ଡା ଆସିବାର ଶହେ ଦିନ ନପୁରୁଣୁ ୨ଟି ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଥିଲା।

ଅକ୍ଟୋବର ୪ରେ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲିବ। ଏ ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like