ବାହାର ବନ୍ଦ ଭିତରେ ବେପାର, ଧରିଲା ପୋଲିସ୍

ଦିଗପହଣ୍ଡି: ବାହାର ପଟେ ସିଲ, ହେଲେ ପଛ ପଟେ ଚାଲିଥିଲା ଚୋରା ମଦ ଭାଟି। ପୋଲିସର ଚଢ଼ାଉ କରି ବିପୁଳ ପରିମାଣର ମଦ ଓ ପୋଚ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ ଏକ ଦେଶୀମଦ ଭାଟିକୁ କିଛି ଦିନ ତଳେ ଅବକାରୀ ବିଭାଗ ପକ୍ଷରୁ ସିଲ  କରାଯାଇଥିଲା।

ହେଲେ ଆଗ ପାଖେ ସିଲ ଥିବା ବେଳେ ମଦ ଭାଟି ପଛପଟୁ ଖୋଲା ଯାଇ ବେପାର ଚାଲିଥିଲା। ଖବରପାଇ ଦିଗପହଣ୍ଡି ପୋଲିସ ପହଞ୍ଚି ଏମୋନିୟମ ସଲଫେଟ୍ ମିଶ୍ରିତ ୩ହଜାର ପ୍ୟାକେଟ୍ ମଦ ଜବତ କରିବା ସହ ୮ହଜାର ଲିଟର ପୋଚ ନଷ୍ଟ କରିଛି। ତେବେ ମଦ ଡିପୋ ମ୍ୟାନେଜର ସମେତ ଚାରି ଜଣଙ୍କୁ ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like