ତହସିଲଦାରଙ୍କୁ ଅଟକାଇଲେ ସ୍ଥାନୀୟ ଲୋକେ

ଆସିକା: ତହସିଲଦାରଙ୍କୁ ଅଟକ। କୋଭିଡ୍ କଟକଣାକୁ ଉଲ୍ଲଂଘନ ପରେ କାର୍ଯ୍ୟାନୁଷ୍ଠାନ ପାଇଁ ଯାଇଥିବା ତହସିଲଦାରଙ୍କୁ ଘେରିଲେ ଲୋକେ । ଘଟଣା ଗଞ୍ଜାମ ସାନଖେମୁଣ୍ଡି ଥାନା କଙ୍କୋରଡ଼ା ଗାଁରେ ଘଟିଛି।

କରୋନା କଟକଣାକୁ ଉଲ୍ଲଘଂନ କରି ଦୋକାନ ଖୋଲିଥିବାରୁ ସ୍ଥାନୀୟ ତହସିଲଦାରଙ୍କୁ ଅଭିଯୋଗ ହୋଇଥିଲା । ଏନେଇ ଦୋକାନ ସିଲ୍ କରିବାକୁ ତହସିଲଦାର ଓ ତାଙ୍କର କିଛି କର୍ମଚାରୀ ଯାଇଥିଲେ। ହେଲେ ତହସିଲଦାର ଦୋକାନ ସିଲ୍‌ କରୁଥିବା ସମୟରେ ଉଭୟଙ୍କ ମଧ୍ୟରେ ବେଶ କିଛି ସମୟ ଯାଏ ଯୁକ୍ତିତର୍କ ହୋଇଥିଲା। କିଛି ସମୟ ପାଇଁ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ଏମିତିକି ବ୍ୟବସାୟୀ ଓ ସ୍ଥାନୀୟ ଲୋକେ ତହସିଲଦାର ଓ ତାଙ୍କ କର୍ମଚାରୀଙ୍କୁ ଅଟକାଇବା ସହ ଗାଡ଼ିକୁ ଛାଡ଼ି ନଥିଲେ।  ପରେ ପାଟପୁର ପୋଲିସ୍ ପହଞ୍ଚି ତହସିଲଦାରଙ୍କୁ ଘଟଣାସ୍ଥଳରୁ ସେମାନଙ୍କୁ ଉଦ୍ଧାର କରିଥିଲା।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like