ବିଦ୍ୟୁତ୍ ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ ଦାବିରେ ରାସ୍ତାରୋକ

ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ ହେଇ ନପାରିବାରୁ ବିଦ୍ୟୁତ ଯୋଗାଣ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ

ବରଗଡ଼: ବିଦ୍ୟୁତ୍ ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ ହେବା ଦାବିରେ ଲୋକମାନେ ରାସ୍ତାରୋକ କରିଛନ୍ତି। ବରଗଡ଼ ଜିଲ୍ଲା ଭଟ୍‌ଲି ଥାନା ଗୋପାଳପୁର ଛକରେ ଏହି ରାସ୍ତାରୋକ ହୋଇଛି।

ରାସ୍ତାରୋକ ଯୋଗୁ ବରଗଡ଼ ଓ ଭଟ୍‌ଲି ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

ଭଟ୍‌ଲି ଥାନା ରାଇଶୋଭା ଗାଁରେ ଦୀର୍ଘ ଦିନ ହେବ ୩୩ ବାଏ ୧୧ କେଭିର ଟାନ୍ସଫର୍ମର ସ୍ଥାପନ କରାଯାଇଥିଲା। ହେଲେ ଏହା କାର୍ଯ୍ୟକ୍ଷମ ହୋଇ ନ ପାରିବାରୁ ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ ଯୋଗାଣ ଠିକ୍ ଭାବେ ହୋଇପାରୁନାହିଁ।

ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ତେଣୁ ଟ୍ରାନ୍ସଫରର୍ମର ଶୀଘ୍ର ସ୍ଥାପନ ଦାବିରେ ଅଞ୍ଚଳବାସୀ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like