ରାସ୍ତା ଖରାପ ଯୋଗୁଁ ଆସିପାରିଲାନି ଆମ୍ବୁଲାନ୍ସ

ଚିତ୍ରକୋଣ୍ଡା : ରାସ୍ତା ଖରାପ ଯୋଗୁଁ  ଆସିପାରିଲାନି ଆମ୍ବୁଲାନ୍ସ। ୨ କିଲୋମିଟର ଖଟିଆରେ ବୋହି ନେଇ ଗୁରୁତର ରୋଗୀଙ୍କୁ ଚିତ୍ରକୋଣ୍ଡା ମେଡିକାଲରେ ପହଞ୍ଚାଇଲେ ଗାଁ ଲୋକେ। ଆଜି ଏମିତି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍‌ ବଡ଼ିପଦର ପଞ୍ଚାୟତର ମେଟାଗୁଡ଼ା ଗାଁରେ।

ପାରିବାରିକ କଳହରୁ ସ୍ତ୍ରୀ ବିଷପାନ କରି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଏହି ଖବର ତାଙ୍କ ସଂପର୍କୀୟ ଜାଣିବାପରେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ତେବେ ରାସ୍ତା ଖରାପ ଯୋଗୁଁ ଆମ୍ବୁଲାନ୍ସ ନଆସିବାରୁ ଲୋକେ ଖଟିଆରେଲ ଗୁରୁତର ରୋଗୀଙ୍କୁ ୨ କିଲୋମିଟର ନେଇ ଚିତ୍ରକୋଣ୍ଡା ମେଡିକାଲରେ ପହଞ୍ଚିଥିଲେ। ପରେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like