ଭୁବନେଶ୍ୱରରେ ଲକ୍‌ଡାଉନ୍‌ କଟକଣା କୋହଳ ହେବ ନା ନାହିଁ ? ସୂଚନା ଦେଲା ବିଏମ୍‌ସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସ୍ପଷ୍ଟ କରିଛି।

ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ କରାଯାଇ କୁହାଯାଇଛି ଯେ, ଏବେ ବି ଭୁବନେଶ୍ୱର ହଟ୍‌ସ୍ପଟ୍‌ ବା ରେଡ୍ ଜୋନ୍ ବର୍ଗରେ ଥିବାରୁ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। କରୋନାକୁ ସଂକ୍ରମଣକୁ ରୋକିବା ପାଇଁ ପରବର୍ତ୍ତୀ ସମୀକ୍ଷା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ।

ଏନେଇ ସହଯୋଗ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛି ବିଏମ୍‌ସି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like