ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଉଚିତ ପଦକ୍ଷେପ କି? କଣ କହୁଛି, OTVର ସର୍ଭେ ରିପୋର୍ଟ

ଭୁବନେଶ୍ୱର: ସାରା ଦେଶରେ ଲକଡାଉନ ଅବଧି ଆଉ ୨ ସପ୍ତାହ ବୃଦ୍ଧି କରିବା ପାଇଁ ଗତକାଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଉଚିତ୍ ପଦକ୍ଷେପ ନା ନାହିଁ ସେନେଇ ଓଟିଭିର ସୋସିଆଲ ମିଡିଆ ପ୍ଲାଟଫର୍ମରେ ଜନମତ ସର୍ଭେ କରାଯାଇଛି। ଏଯାଏ ମିଳିଥିବା ଲୋକଙ୍କ ମତାମତ ଅନୁଯାୟୀ ଅଧିକାଂଶ ଲକଡାଉନ ବୃଦ୍ଧି ସପକ୍ଷରେ ଅଛନ୍ତି।

ଫେସବୁକ୍‌ରେ ହୋଇଥିବା ସର୍ଭେରେ ଏବେ ସୁଦ୍ଧା ୧୧ ହଜାରରୁ ଅଧିକ ନିଜ ମତ ଦେଇଥିବା ବେଳେ ୮୬ ପ୍ରତିଶତ ଲକଡାଉନ ଅବଧି ବୃଦ୍ଧି ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି।

ସେହିପରି ଓଟିଭିର ଟ୍ୱିଟର ହ୍ୟାଣ୍ଡେଲରେ ହୋଇଥିବା ସର୍ଭେରେ ୯୦ ପ୍ରତିଶତ ଲୋକ ଲକଡାଉନ ବୃଦ୍ଧି ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like