• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭଦ୍ରକ : ପେଟ୍ରୋଲ ଟାଙ୍କି ଭିତରେ ପଶି ଟଙ୍କା ଲୁଟ୍‌ କରିବା ସହ କର୍ମଚାରୀଙ୍କୁ ମାଡ଼ ଅଭିଯୋଗ। ଭଦ୍ରକ ଜିଲ୍ଲା ଧାମନଗରରୁ ଆସିଛି ଏଭଳି ଅଭିଯୋଗ। ଧାନନଗରର ଗୁହାଳିଆ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିଛି ଦୁବୃର୍ତ୍ତ କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ହୋଇଛି।

ପେଟ୍ରୋଲ ଟାଙ୍କିରୁ ପ୍ରାୟ ୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ନେଇ ଧାମନଗର ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣ ବେଳର ଘଟଣା ସିସିଟିଭିରେ କଏଦ ହୋଇଛି। ତାହାକୁ ଭିତ୍ତିକରି ପୁଲିସ ତଦନ୍ତ ଆରମ୍ଭ କରିଛି। ଏନେଇ ପୁଲିସ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନି।

Loot-in-petrol-pump
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories