ଲଘୁଚାପ ଏବେ ଝାଡ଼ଖଣ୍ଡ ମୁହାଁ
ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ, ପଶ୍ଚିମବଂଗ ଓ ଉତ୍ତର ଓଡ଼ିଶା ଉପରେ ସୃଷ୍ଟ ଲଘୁଚାପ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି। ଏହାର ପ୍ରଭାବରରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ, ପଶ୍ଚିମବଂଗ ଓ ଉତ୍ତର ଓଡ଼ିଶା ଉପରେ ସୃଷ୍ଟ ଲଘୁଚାପ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି। ଏହାର ପ୍ରଭାବରରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ାରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ଯାଏ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀ ପରାମର୍ଶ ଦିଆଯାଇଛି।