ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ବର୍ଷା ସହ ବଜ୍ରପାତ ଆଶଙ୍କା
ଭୁବନେଶ୍ୱର: ଆସନ୍ତା ୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର: ଆସନ୍ତା ୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।
କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।